ଉଇକିପିଡ଼ିଆ:ଭିଡିଓୱିକି/ସାଧାରଣତନ୍ତ୍ର ଦିବସ

ଭିଡିଓୱିକି/ସାଧାରଣତନ୍ତ୍ର ଦିବସ (Tutorial)
ଫାଇଲ:ଉଇକିପିଡ଼ିଆ-ଭିଡିଓୱିକି-ସାଧାରଣତନ୍ତ୍ର ଦିବସ.webm
Link to Commons
Steps for video creation
Step 1Preview my changes (10 sec)
Step 2Upload to Commons (10 min)


୧୯୫୦ ଜାନୁଆରୀ ୨୬ ତାରିଖରେ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏହି ଦିନଟିକୁ ସାଧାରଣତନ୍ତ୍ର ଦିବସ ରୂପେ ପାଳନ କରାଯାଏ । ପ୍ରତି ବର୍ଷ ଏହି ଦିନଟିକୁ ଭାରତର ରାଷ୍ଟ୍ରୀୟ ପର୍ବ ରୂପେ ପାଳନ କରାଯାଏ । ଏହି ପର୍ବ ପ୍ରତ୍ୟେକ ରାଜ୍ୟରେ ମଧ୍ୟ ଆୟୋଜିତ ହୋଇଥାଏ ଓ ସେଠାକାର ରାଜ୍ୟପାଳ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରିଥାନ୍ତି ।[୧]

ଇତିହାସ

ଇଂରାଜ ଶାସନରୁ ମହାତ୍ମା ଗାନ୍ଧୀଙ୍କ ନେତୃତ୍ୱରେ ଅସ‌ହ‌ଯୋଗ ଓ ଅହିଂସାପୂର୍ଣ୍ଣ ଭାରତୀୟ ସ୍ୱାଧୀନତା ଆନ୍ଦୋଳନ ଫଳରେ ଭାରତ ୧୫ ଅଗଷ୍ଟ ୧୯୪୭ରେ ସ୍ୱାଧୀନ ହେଲା । [୨]

ଆମ ସମ୍ବିଧାନ ଜା‌ନୁଆରୀ ୨୬, ୧୯୫୦ ତାରିଖ ଦିନ ବଳବତ୍ତର ହେଲା ଯାହାକୁ ଆମେ ସାଧାରଣତନ୍ତ୍ର ଦିବସ ଭାବରେ ପାଳନ କରୁଛୁ ।

ଗଣତନ୍ତ୍ର ଦିବସ ପ୍ୟାରେଡରେ ଓଡ଼ିଶାର ପ୍ରତିକୃତି

ଫାଇଲ:Delhi Republic Day parade, 2018.jpg|ଦିଲ୍ଲୀରେ ଗଣତନ୍ତ୍ର ଦିବସ ପ୍ୟାରେଡଫାଇଲ:Indian soldiers at the Republic day parade.jpg|ଗଣତନ୍ତ୍ର ଦିବସ ପ୍ୟାରେଡରେ ଭାରତୀୟ ସୈନ୍ୟଫାଇଲ:The Constitution of India (10th Amendment) Act 1961.pdf|The Constitution of India (10th Amendment) Act 1961ଫାଇଲ:Soldiers parade on camelback during the Republic Day Parade in New Delhi, India.jpg|ଓଟ ଉପରେ ଭାରତୀୟ ସୈନ୍ୟଫାଇଲ:Members of the India's Border Security Force Dare Devils during the 2015 Republic Day Parade in New Delhi.jpg|ମୋଟର ଉପରେ ଭାରତୀୟ ସେନାବାହିନୀ କୌଶଳ ପ୍ରଦର୍ଶନଫାଇଲ:Float representing the state of Maharashtra at the 2015 Republic Day Parade.jpg|ମହାରାଷ୍ଟ୍ର ରାଜ୍ୟର ପ୍ରତିକୃତ୍ତି</gallery>


ଆଧାର

🔥 Top keywords: ପ୍ରଧାନ ପୃଷ୍ଠାମିଡ଼ିଆଉଇକି:Interwiki-links.jsଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶାବିଶେଷ:ଖୋଜନ୍ତୁଓଡ଼ିଆ ଭାଷାଦ୍ୱିତୀୟ ବିଶ୍ୱଯୁଦ୍ଧଫକୀର ମୋହନ ସେନାପତିଜଗନ୍ନାଥ ମନ୍ଦିରଜଗନ୍ନାଥ ଦାସବନ୍ଦେ ଉତ୍କଳ ଜନନୀଲକ୍ଷ୍ମୀକାନ୍ତ ମହାପାତ୍ରଗୋପବନ୍ଧୁ ଦାସମଧୁସୂଦନ ଦାସମନମୋହନ ସାମଲଗୋପୀନାଥ ମହାନ୍ତିଉଇକିପିଡ଼ିଆ:ଆମେ ଦାୟୀ ନୋହୁଁମହାତ୍ମା ଗାନ୍ଧୀସୀତା ନବମୀସହଯୋଗ:ବିଷୟବସ୍ତୁବିଶେଷ:ନଗଦବଦଳକାଳିନ୍ଦୀ ଚରଣ ପାଣିଗ୍ରାହୀଗଙ୍ଗାଧର ମେହେରସାରଳା ଦାସଜଗନ୍ନାଥଉଇକିପିଡ଼ିଆ:ଉଇକିପିଡ଼ିଆ ବାବଦରେସଚ୍ଚିଦାନନ୍ଦ ରାଉତରାୟମଧୁସୂଦନ ରାଓପୁନମ ମିଶ୍ରଓଡ଼ିଶାଉଇକିପିଡ଼ିଆ:ଆମ ସହ ଯୋଗାଯୋଗଓଡ଼ିଆ ସାହିତ୍ୟଫାଇଲ:Namita Agrawal (Odia Singer).jpgଗୋଦାବରୀଶ ମିଶ୍ରଶାନ୍ତନୁ କୁମାର ଆଚାର୍ଯ୍ୟଉଇକିପିଡ଼ିଆ:ସଙ୍ଘ ସୂଚନା ଫଳକରାଧାନାଥ ରାୟମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶାwiki.phtmlପ୍ରତିଭା ରାୟ