କଣ୍ଡୁରୀ ଚରଣ ମଲ୍ଲିକ

ଓଡ଼ିଆ ରାଜନୀତିଜ୍ଞ
(କଣ୍ଡୁରି ଚରଣ ମଲ୍ଲିକରୁ ଲେଉଟି ଆସିଛି)

କଣ୍ଡୁରୀ ଚରଣ ମଲ୍ଲିକ (୧ ଜାନୁଆରୀ ଅପ୍ରେଲ ୧୯୨୧ - ୨୦ ଜୁନ ୨୦୧୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରି ଥର କାର୍ଯ୍ୟ କରିଥିଲେ । ୧୯୫୭, ୧୯୬୧, ୧୯୬୭ ଓ ୧୯୭୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଗୋବିନ୍ଦପୁର ଓ ଜଗତସିଂହପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୨ୟ, ୩ୟ, ୪ର୍ଥ ଓ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

କଣ୍ଡୁରୀ ଚରଣ ମଲ୍ଲିକ
ବିଧାୟକ: ୭ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୭ – ୧୯୮୦
ପୂର୍ବ ଅଧିକାରୀଲକ୍ଷ୍ମଣ ମଲ୍ଲିକ
ପର ଅଧିକାରୀକୃଷ୍ଣ ଚନ୍ଦ୍ର ମଲ୍ଲିକ
ନିର୍ବାଚନ ମଣ୍ଡଳୀଜଗତସିଂହପୁର
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୭ – ୧୯୭୧
ପୂର୍ବ ଅଧିକାରୀପ୍ରିୟନାଥ ଦେ
ପର ଅଧିକାରୀଲକ୍ଷ୍ମଣ ମଲ୍ଲିକ
ନିର୍ବାଚନ ମଣ୍ଡଳୀଜଗତସିଂହପୁର
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୧ – ୧୯୬୭
ନିର୍ବାଚନ ମଣ୍ଡଳୀଗୋବିନ୍ଦପୁର
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୭ – ୧୯୬୧
ପୂର୍ବ ଅଧିକାରୀନୀଳମଣି ପ୍ରଧାନ
ପର ଅଧିକାରୀବୀରକିଶୋର ଦାସ
ନିର୍ବାଚନ ମଣ୍ଡଳୀଜଗତସିଂହପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1921-01-01)୧ ଜାନୁଆରୀ ୧୯୨୧
ମୃତ୍ୟୁ୨୦ ଜୁନ ୨୦୧୦(2010-06-20) (ବୟସ ୮୯)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଜନତା ପାର୍ଟି
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଭାରତୀୟ ଜାତୀୟ କଂଗ୍ରେସ, ପ୍ରଜା ସୋସିଆଲିଷ୍ଟ ପାର୍ଟି
ଜୀବନ ସାଥୀସାବିତ୍ରୀ ଦେବୀ
ସନ୍ତାନ
ବାପା/ବୋଉଆନନ୍ଦ ଚନ୍ଦ୍ର ମଲ୍ଲିକ
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା

କଣ୍ଡୁରୀ ଚରଣ ମଲ୍ଲିକ ୧୯୨୧ ମସିହାର ଜାନୁଆରୀ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଆନନ୍ଦ ଚନ୍ଦ୍ର ମଲ୍ଲିକ ଓ ପତ୍ନୀଙ୍କ ନାମ ସାବିତ୍ରୀ ଦେବୀ ।[୧] ତାଙ୍କ ବାପା ଜଣେ ଓଡ଼ିଆ ରାଜନେତା ଥିଲେ ।

ରାଜନୈତିକ ଜୀବନ

କଣ୍ଡୁରୀ ଚରଣ ମଲ୍ଲିକ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ, ପ୍ରଜା ସୋସିଆଲିଷ୍ଟ ପାର୍ଟି ଓ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରି ଥର କାର୍ଯ୍ୟ କରିଥିଲେ ।[୧]

ବିଧାନ ସଭା ସଭ୍ୟ ବିବରଣୀ

ଆରମ୍ଭଶେଷପଦବୀନିର୍ବାଚନ ମଣ୍ଡଳୀଦଳ
୧୯୫୭୧୯୬୧ସଭ୍ୟ, ୨ୟ ଓଡ଼ିଶା ବିଧାନ ସଭାଜଗତସିଂହପୁରପ୍ରଜା ସୋସିଆଲିଷ୍ଟ ପାର୍ଟି
୧୯୬୧୧୯୬୭ସଭ୍ୟ, ୩ୟ ଓଡ଼ିଶା ବିଧାନ ସଭାଗୋବିନ୍ଦପୁରଭାରତୀୟ ଜାତୀୟ କଂଗ୍ରେସ
୧୯୬୭୧୯୭୧ସଭ୍ୟ, ୪ର୍ଥ ଓଡ଼ିଶା ବିଧାନ ସଭାଜଗତସିଂହପୁରପ୍ରଜା ସୋସିଆଲିଷ୍ଟ ପାର୍ଟି
୧୯୭୭୧୯୮୦ସଭ୍ୟ, ୭ମ ଓଡ଼ିଶା ବିଧାନ ସଭାଜଗତସିଂହପୁରଜନତା ପାର୍ଟି

ମୃତ୍ୟୁ

କଣ୍ଡୁରୀ ଚରଣ ମଲ୍ଲିକ ୨୦୧୦ ମସିହାର ଜୁନ ୨୦ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା ।

ଆଧାର

🔥 Top keywords: ପ୍ରଧାନ ପୃଷ୍ଠାମିଡ଼ିଆଉଇକି:Interwiki-links.jsଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶାବିଶେଷ:ଖୋଜନ୍ତୁଓଡ଼ିଆ ଭାଷାଦ୍ୱିତୀୟ ବିଶ୍ୱଯୁଦ୍ଧଫକୀର ମୋହନ ସେନାପତିଜଗନ୍ନାଥ ମନ୍ଦିରଜଗନ୍ନାଥ ଦାସବନ୍ଦେ ଉତ୍କଳ ଜନନୀଲକ୍ଷ୍ମୀକାନ୍ତ ମହାପାତ୍ରଗୋପବନ୍ଧୁ ଦାସମଧୁସୂଦନ ଦାସମନମୋହନ ସାମଲଗୋପୀନାଥ ମହାନ୍ତିଉଇକିପିଡ଼ିଆ:ଆମେ ଦାୟୀ ନୋହୁଁମହାତ୍ମା ଗାନ୍ଧୀସୀତା ନବମୀସହଯୋଗ:ବିଷୟବସ୍ତୁବିଶେଷ:ନଗଦବଦଳକାଳିନ୍ଦୀ ଚରଣ ପାଣିଗ୍ରାହୀଗଙ୍ଗାଧର ମେହେରସାରଳା ଦାସଜଗନ୍ନାଥଉଇକିପିଡ଼ିଆ:ଉଇକିପିଡ଼ିଆ ବାବଦରେସଚ୍ଚିଦାନନ୍ଦ ରାଉତରାୟମଧୁସୂଦନ ରାଓପୁନମ ମିଶ୍ରଓଡ଼ିଶାଉଇକିପିଡ଼ିଆ:ଆମ ସହ ଯୋଗାଯୋଗଓଡ଼ିଆ ସାହିତ୍ୟଫାଇଲ:Namita Agrawal (Odia Singer).jpgଗୋଦାବରୀଶ ମିଶ୍ରଶାନ୍ତନୁ କୁମାର ଆଚାର୍ଯ୍ୟଉଇକିପିଡ଼ିଆ:ସଙ୍ଘ ସୂଚନା ଫଳକରାଧାନାଥ ରାୟମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶାwiki.phtmlପ୍ରତିଭା ରାୟ