ଜୋର୍ କା ଝଟ୍‌କା

ଓଡ଼ିଆ କଥାଚିତ୍ର

ଜୋର୍ କା ଝଟ୍‌କା, ୨୦୧୯ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର ।[୧] ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅଶୋକ କୁମାର ବେହେରା ଓ ଶିବାନୀ ବେହେରା ।[୨] ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ଶିବାନୀ ବେହେରା । ନିର୍ମଳ ନାୟକ ଏହି କଥାଚିତ୍ରଟିର ସଂଳାପ ଓ ଗୀତ ରଚନା କରିଥିଲେ । ପିନୁ ନାୟକ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।[୩][୪]

ଜୋର୍ କା ଝଟ୍‌କା
ନିର୍ଦ୍ଦେଶକପିନୁ ନାୟକ
ପ୍ରଯୋଜକଅଶୋକ କୁମାର ବେହେରା
ଶିବାନୀ ବେହେରା
ସଂଳାପନିର୍ମଳ ନାୟକ
ଚିତ୍ରନାଟ୍ୟପିନୁ ନାୟକ
କାହାଣୀଶିବାନୀ ବେହେରା
କଳାକାରଦୀପକ ବାରିକ
ପିଙ୍କି ପ୍ରିୟଦର୍ଶିନୀ
ହରିହର ମହାପାତ୍ର
ପ୍ରଜ୍ଞା ଖଟୁଆ
ଶ୍ରୀତମ ଦାସ
ମିହିର ଦାସ
ପ୍ରଦ୍ୟୁମ୍ନ ଲେଙ୍କା
ସଙ୍ଗୀତଅଭିଜିତ ମଜୁମଦାର
ଚିତ୍ରଗ୍ରହଣପ୍ରତୀକ ରାଜ
ସମ୍ପାଦକଚନ୍ଦ୍ର ଶେଖର ମିଶ୍ର
ମୁକ୍ତିଲାଭ ତାରିଖ
୨୦ ସେପ୍ଟେମ୍ବର ୨୦୧୯
ଦେଶ ଭାରତ
ଭାଷାଓଡ଼ିଆ

ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଦୀପକ ବାରିକ ଓ ପିଙ୍କି ପ୍ରିୟଦର୍ଶିନୀ ।[୫][୬] ହରିହର ମହାପାତ୍ର, ପ୍ରଜ୍ଞା ଖଟୁଆ, ଶ୍ରୀତମ ଦାସ, ମିହିର ଦାସ, ପ୍ରଦ୍ୟୁମ୍ନ ଲେଙ୍କା, ତୃପ୍ତି ସିହ୍ନା, ପ୍ରତିଭା ପଣ୍ଡା, ଗୁଡ୍ଡୁ, ଶଙ୍କର ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।[୨]

ଅଭିନୟ

କାହାଣୀ

ଗୀତ ଏବଂ ସଙ୍ଗୀତ

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଅଭିଜିତ ମଜୁମଦାର[୫] ଗୀତିକାର ନିର୍ମଳ ନାୟକ ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ ।[୫] ମଣ୍ଟୁ ଛୁରୀଆ, ଅଭିଜିତ ମଜୁମଦାର, ହ୍ୟୁମାନ ସାଗର, ସତ୍ୟଜିତ ପ୍ରଧାନ ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।

ଗୀତ

କ୍ରମଗୀତଗାୟକସମୟ
1."ଦିଲ୍‌ବାଲି"ମଣ୍ଟୁ ଛୁରୀଆ, ଅଭିଜିତ ମଜୁମଦାର 
2."ମାଧୁରୀ"ହ୍ୟୁମାନ ସାଗର 
3."ଆଲୋ ଆଲୋ"ସତ୍ୟଜିତ ପ୍ରଧାନ 

ଆଧାର

ବାହାର ଆଧାର

🔥 Top keywords: ପ୍ରଧାନ ପୃଷ୍ଠାମିଡ଼ିଆଉଇକି:Interwiki-links.jsଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶାବିଶେଷ:ଖୋଜନ୍ତୁଓଡ଼ିଆ ଭାଷାଦ୍ୱିତୀୟ ବିଶ୍ୱଯୁଦ୍ଧଫକୀର ମୋହନ ସେନାପତିଜଗନ୍ନାଥ ମନ୍ଦିରଜଗନ୍ନାଥ ଦାସବନ୍ଦେ ଉତ୍କଳ ଜନନୀଲକ୍ଷ୍ମୀକାନ୍ତ ମହାପାତ୍ରଗୋପବନ୍ଧୁ ଦାସମଧୁସୂଦନ ଦାସମନମୋହନ ସାମଲଗୋପୀନାଥ ମହାନ୍ତିଉଇକିପିଡ଼ିଆ:ଆମେ ଦାୟୀ ନୋହୁଁମହାତ୍ମା ଗାନ୍ଧୀସୀତା ନବମୀସହଯୋଗ:ବିଷୟବସ୍ତୁବିଶେଷ:ନଗଦବଦଳକାଳିନ୍ଦୀ ଚରଣ ପାଣିଗ୍ରାହୀଗଙ୍ଗାଧର ମେହେରସାରଳା ଦାସଜଗନ୍ନାଥଉଇକିପିଡ଼ିଆ:ଉଇକିପିଡ଼ିଆ ବାବଦରେସଚ୍ଚିଦାନନ୍ଦ ରାଉତରାୟମଧୁସୂଦନ ରାଓପୁନମ ମିଶ୍ରଓଡ଼ିଶାଉଇକିପିଡ଼ିଆ:ଆମ ସହ ଯୋଗାଯୋଗଓଡ଼ିଆ ସାହିତ୍ୟଫାଇଲ:Namita Agrawal (Odia Singer).jpgଗୋଦାବରୀଶ ମିଶ୍ରଶାନ୍ତନୁ କୁମାର ଆଚାର୍ଯ୍ୟଉଇକିପିଡ଼ିଆ:ସଙ୍ଘ ସୂଚନା ଫଳକରାଧାନାଥ ରାୟମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶାwiki.phtmlପ୍ରତିଭା ରାୟ