ଡୋନାଲ୍ଡ ଟ୍ରମ୍ପ
ଯୁକ୍ତରାଷ୍ଟ୍ର ଆମେରିକାର ୪୫ଶ ରାଷ୍ଟ୍ରପତି
ଡୋନାଲ୍ଡ ଟ୍ରମ୍ପ ଯୁକ୍ତରାଷ୍ଟ୍ର ଆମେରିକାର ୪୫ତମ ରାଷ୍ଟ୍ରପତି ଭାବରେ ୨୦-୧-୨୦୧୭ରୁ ଚାରି ବର୍ଷ ନିମଂତେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି [୨] ।ଆମେରିକାର ରିପବ୍ଲିକାନ ରାଜନୈତିକ ଦଳ ତରଫରୁ ୨୦୧୬ ନଭେମ୍ବର ରାଷ୍ଟ୍ରପତି ନିର୍ବାଚନ ଲଢି ସେ ହରାଇଥିଲେ ଡେମୋକ୍ରାଟ ଦଳର ହିଲାରି କ୍ଲିଣ୍ଟନଙ୍କୁ । ଟ୍ରମ୍ପ ଅର୍ଗାନାଇଜେସନ୍ର ଚେୟାରମ୍ୟାନ୍ ହେଉଛନ୍ତି ଟ୍ରମ୍ପ । 2014ରେ ଯେଉଁ କମ୍ପାନିର ରାଜସ୍ୱ ଥିଲା 9.5 ୟୁଏସ୍ ବିଲିୟନ୍ ଡଲାର । ସେ ବର୍ତ୍ତମାନ 3.7 ବିଲିୟନ୍ ଡଲାର ମାଲିକ । ତାଙ୍କର ଟ୍ରମ୍ପ ଟାଓ୍ବାର ପେଣ୍ଟ ହାଉସ୍ର ମୂଲ୍ୟ ହେଉଛି ଶହେ ମିଳିୟନ୍ ଡଲାର । ଏହାଛଡ଼ା ତାଙ୍କର ରହିଛି ନ୍ୟୁୟର୍କରେ ଏକ ବିରାଟ ମ୍ୟାନସନ୍ । ଟ୍ରମ୍ପଙ୍କ ଗୋଲ୍ଡ ପ୍ଲେଟେଡ୍ ମୋଟର ସାଇକେଲ , 3ଟି ସିକୋରିସ୍କାଏ ହେଲିକପ୍ଟର ଓ ଏକ ବୋଇଂ 757 ରହିଛି । ଏହା ବାଦ ତାଙ୍କ ପାଖରେ ରହିଛି ପ୍ରାୟ 23 ମିଲିଅନ୍ ଡଲାରର ଜେଟ୍ ବିମାନ । ସେ ବର୍ତ୍ତମାନ ଆମେରିକାର 113 ତମ ଓ ବିଶ୍ୱର 324ତମ ଧନୀ ବ୍ୟକ୍ତି [୧] ।
Donald Trump | |
---|---|
45th President of the United States | |
Incumbent | |
Assumed office January 20, 2017 | |
Vice President | Mike Pence |
ପୂର୍ବ ଅଧିକାରୀ | Barack Obama |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | Donald John Trump ୧୪ ଜୁନ ୧୯୪୬ New York City |
ରାଜନୀତିକ ଦଳ | Republican (1987–99, 2009–11, 2012–present) |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ |
|
ଜୀବନ ସାଥୀ | Ivana Zelníčková (m. ୧୯୭୭; div. ପ୍ରକାଶନରେ ଅସୁବିଧା: ଅଜଣା ଚିହ୍ନ "୨" ।)Marla Maples (m. ୧୯୯୩; div. ପ୍ରକାଶନରେ ଅସୁବିଧା: ଅଜଣା ଚିହ୍ନ "୨" ।)Melania Knauss (m. ୨୦୦୫) |
ସମ୍ପର୍କ | See Family of Donald Trump |
ସନ୍ତାନ |
|
ଘର | White House |
ଶିକ୍ଷାନୁଷ୍ଠାନ |
|
ବୃତ୍ତି |
|
Net worth | $4.5 billion[୧] |
ସନ୍ତକ | |
ୱେବସାଇଟ |
ଆଧାର
🔥 Top keywords: ପ୍ରଧାନ ପୃଷ୍ଠାରାମ ନବମୀଓଡ଼ିଆ ଭାଷାବିଶେଷ:ଖୋଜନ୍ତୁସୁଦଶା ବ୍ରତମିଡ଼ିଆଉଇକି:Interwiki-links.jsଜଗନ୍ନାଥ ଦାସଅମୃତାୟନଉଇକିପିଡ଼ିଆ:ଉଇକିପିଡ଼ିଆ ବାବଦରେଦ୍ୱିତୀୟ ବିଶ୍ୱଯୁଦ୍ଧଉଇକିପିଡ଼ିଆ:ସଙ୍ଘ ସୂଚନା ଫଳକବିଜୁ ପଟ୍ଟନାୟକରାଧାନାଥ ରାୟଜଗନ୍ନାଥ ମନ୍ଦିରରାମଫକୀର ମୋହନ ସେନାପତିସହଯୋଗ:ବିଷୟବସ୍ତୁଜଗନ୍ନାଥଉଇକିପିଡ଼ିଆ:ଆମ ସହ ଯୋଗାଯୋଗରାମାୟଣଓଡ଼ିଆ ସାହିତ୍ୟସାରଳା ଦାସମଧୁସୂଦନ ଦାସଉଇକିପିଡ଼ିଆଗୋପବନ୍ଧୁ ଦାସଗଙ୍ଗାଧର ମେହେରwiki.phtmlଗୋପୀନାଥ ମହାନ୍ତିଲିଙ୍ଗରାଜ ମନ୍ଦିରଗୋଦାବରୀଶ ମିଶ୍ରମଧୁସୂଦନ ରାଓଉଇକିପିଡ଼ିଆ:ଆମେ ଦାୟୀ ନୋହୁଁନମିତା ଅଗ୍ରୱାଲଶାନ୍ତନୁ କୁମାର ଆଚାର୍ଯ୍ୟଛାଞ୍ଚ:Key press/docପଣା ସଂକ୍ରାନ୍ତିଲକ୍ଷ୍ମୀକାନ୍ତ ମହାପାତ୍ରମନୋଜ ଦାସଅଂଶୁଘାତ