ପାଳି ଭାଷା
ପାଲି ଭାଷା ଓଡ଼ିଆ ଭାଷା ଆଗରୁ ଥିବା ଗୋଟିଏ ପୁରୁଣା ଭାଷା । ଏହି ଭାଷାରୁ ଓଡ଼ିଆ, ବଙ୍ଗଳା, ଅସମୀୟା ଓ ଆହୁରି ଢେରେ ଭାରତୀୟ ଭାଷା, ନେପାଳୀ ଭାଷା, ଦକ୍ଷିଣ ଏସିଆର ଅନେକ ଭାଷା (ବାଲିନିଜ୍ ଆଦି Balenese ଭାଷାମାନେ ତିଆରି ହୋଇଛନ୍ତି । ଏହି ଭାଷାରେ 'ଶ'/'ଷ' ବଦଳରେ କେବଳ 'ସ' ବ୍ୟବହାର କରାଯାଏ । ଅନାନ୍ୟ ଭାଷା ଭଳି ଏହି ଭାଷାରେ ଯୁକ୍ତାକ୍ଷର (ଯୁକ୍ତାକ୍ଷର/ Conjunctant) ନାହିଁ । ସେ କାଳରେ ବ୍ରାହ୍ମୀ (ବ୍ରାହ୍ମୀ/ Brahmi) ଲିପିରେ ଲେଖାଯାଉଥିଲା ଏ ଭାଷା ।
ପାଲି | |
---|---|
Pāḷi | |
ଉଚ୍ଚାରଣ | [paːli] |
Native to | କମ୍ବୋଡ଼ିଆ, ବାଂଲାଦେଶ, ଭାରତ, ଲାଓସ, ବର୍ମା, ନେପାଳ, ଶ୍ରୀଲଙ୍କା, ଥାଇଲାଣ୍ଡ, ଭିଏତନାମ |
ବିଲୁପ୍ତ | ମୂଳ ଭାଷା କଥାବର୍ତ୍ତାରେ ନାହିଁ, ସାହିତ୍ୟ ଓ ଭାଷା ଅଦ୍ଧ୍ୟନରେ ବ୍ୟବହାର କରାଯାଏ |
ଇଣ୍ଡୋ-ଇଉରୋପିଆନ
| |
ବ୍ରାହ୍ମୀ ଲିପି, ବ୍ରାହ୍ମୀରୁ ତିଆରି ଲିପି ଓ ଲାଟିନ ଅକ୍ଷର (ଲେଖାକୁ ବୁଝାଏ) | |
ଭାଷା କୋଡ୍ | |
ISO ୬୩୯-୧ | pi |
ISO ୬୩୯-୨ | pli |
ISO ୬୩୯-୩ | pli |
🔥 Top keywords: ପ୍ରଧାନ ପୃଷ୍ଠାରାମ ନବମୀଓଡ଼ିଆ ଭାଷାବିଶେଷ:ଖୋଜନ୍ତୁସୁଦଶା ବ୍ରତମିଡ଼ିଆଉଇକି:Interwiki-links.jsଜଗନ୍ନାଥ ଦାସଅମୃତାୟନଉଇକିପିଡ଼ିଆ:ଉଇକିପିଡ଼ିଆ ବାବଦରେଦ୍ୱିତୀୟ ବିଶ୍ୱଯୁଦ୍ଧଉଇକିପିଡ଼ିଆ:ସଙ୍ଘ ସୂଚନା ଫଳକବିଜୁ ପଟ୍ଟନାୟକରାଧାନାଥ ରାୟଜଗନ୍ନାଥ ମନ୍ଦିରରାମଫକୀର ମୋହନ ସେନାପତିସହଯୋଗ:ବିଷୟବସ୍ତୁଜଗନ୍ନାଥଉଇକିପିଡ଼ିଆ:ଆମ ସହ ଯୋଗାଯୋଗରାମାୟଣଓଡ଼ିଆ ସାହିତ୍ୟସାରଳା ଦାସମଧୁସୂଦନ ଦାସଉଇକିପିଡ଼ିଆଗୋପବନ୍ଧୁ ଦାସଗଙ୍ଗାଧର ମେହେରwiki.phtmlଗୋପୀନାଥ ମହାନ୍ତିଲିଙ୍ଗରାଜ ମନ୍ଦିରଗୋଦାବରୀଶ ମିଶ୍ରମଧୁସୂଦନ ରାଓଉଇକିପିଡ଼ିଆ:ଆମେ ଦାୟୀ ନୋହୁଁନମିତା ଅଗ୍ରୱାଲଶାନ୍ତନୁ କୁମାର ଆଚାର୍ଯ୍ୟଛାଞ୍ଚ:Key press/docପଣା ସଂକ୍ରାନ୍ତିଲକ୍ଷ୍ମୀକାନ୍ତ ମହାପାତ୍ରମନୋଜ ଦାସଅଂଶୁଘାତ