ପ୍ରସନ୍ନ କୁମାର ଦାସ
ଓଡ଼ିଶାର ରାଜନେତା
ପ୍ରସନ୍ନ କୁମାର ଦାସ (୧୫ ସେପ୍ଟେମ୍ବର ୧୯୨୯ - ୧୩ ସେପ୍ଟେମ୍ବର ୧୯୮୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୪ ମସିହାରେ ହୋଇଥିବା ଉପ ବିଧାନ ସଭା ଉପ-ନିର୍ବାଚନରେ ସେ ବାଙ୍ଗିରିପୋଷି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ପ୍ରସନ୍ନ କୁମାର ଦାସ | |
---|---|
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୪ – ୧୯୬୭ | |
ନିର୍ବାଚନ ମଣ୍ଡଳୀ | ବାଙ୍ଗିରିପୋଷି |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୫ ସେପ୍ଟେମ୍ବର ୧୯୨୯ |
ମୃତ୍ୟୁ | ୧୩ ସେପ୍ଟେମ୍ବର ୧୯୮୯ | (ବୟସ ୫୯)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ଅର୍ଣ୍ଣପୂର୍ଣ୍ଣା ଦାସ |
ବାପା/ବୋଉ | ପୂର୍ଣ୍ଣ ଚନ୍ଦ୍ର ଦାସ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା
ପ୍ରସନ୍ନ କୁମାର ଦାସ ୧୯୨୯ ମସିହାର ସେପ୍ଟେମ୍ବର ୧୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ପୂର୍ଣ୍ଣ ଚନ୍ଦ୍ର ଦାସ ଓ ପତ୍ନୀଙ୍କ ନାମ ଅର୍ଣ୍ଣପୂର୍ଣ୍ଣା ଦାସ ।[୧]
ରାଜନୈତିକ ଜୀବନ
ପ୍ରସନ୍ନ କୁମାର ଦାସ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
ପ୍ରସନ୍ନ କୁମାର ଦାସ ୧୯୮୯ ମସିହାର ସେପ୍ଟେମ୍ବର ୧୬ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୫୯ ବର୍ଷ ବୟସ ହୋଇଥିଲା ।
ଆଧାର
🔥 Top keywords: ପ୍ରଧାନ ପୃଷ୍ଠାରାମ ନବମୀଓଡ଼ିଆ ଭାଷାବିଶେଷ:ଖୋଜନ୍ତୁସୁଦଶା ବ୍ରତମିଡ଼ିଆଉଇକି:Interwiki-links.jsଜଗନ୍ନାଥ ଦାସଅମୃତାୟନଉଇକିପିଡ଼ିଆ:ଉଇକିପିଡ଼ିଆ ବାବଦରେଦ୍ୱିତୀୟ ବିଶ୍ୱଯୁଦ୍ଧଉଇକିପିଡ଼ିଆ:ସଙ୍ଘ ସୂଚନା ଫଳକବିଜୁ ପଟ୍ଟନାୟକରାଧାନାଥ ରାୟଜଗନ୍ନାଥ ମନ୍ଦିରରାମଫକୀର ମୋହନ ସେନାପତିସହଯୋଗ:ବିଷୟବସ୍ତୁଜଗନ୍ନାଥଉଇକିପିଡ଼ିଆ:ଆମ ସହ ଯୋଗାଯୋଗରାମାୟଣଓଡ଼ିଆ ସାହିତ୍ୟସାରଳା ଦାସମଧୁସୂଦନ ଦାସଉଇକିପିଡ଼ିଆଗୋପବନ୍ଧୁ ଦାସଗଙ୍ଗାଧର ମେହେରwiki.phtmlଗୋପୀନାଥ ମହାନ୍ତିଲିଙ୍ଗରାଜ ମନ୍ଦିରଗୋଦାବରୀଶ ମିଶ୍ରମଧୁସୂଦନ ରାଓଉଇକିପିଡ଼ିଆ:ଆମେ ଦାୟୀ ନୋହୁଁନମିତା ଅଗ୍ରୱାଲଶାନ୍ତନୁ କୁମାର ଆଚାର୍ଯ୍ୟଛାଞ୍ଚ:Key press/docପଣା ସଂକ୍ରାନ୍ତିଲକ୍ଷ୍ମୀକାନ୍ତ ମହାପାତ୍ରମନୋଜ ଦାସଅଂଶୁଘାତ