ବର୍ଷଣ
ଯେଉଁ ପ୍ରକ୍ରିୟାରେ ଜଳ କଠିନ କିମ୍ବା ତରଳ ଅବସ୍ଥାରେ ଭୂପୃଷ୍ଠରେ ପଡ଼ିଥାଏ
ବର୍ଷଣ (Precipitation) ଏକ ପ୍ରାକୃତିକ ପ୍ରକ୍ରିୟା । ଏହି ପ୍ରକ୍ରିୟାରେ ଜଳ କଠିନ କିମ୍ବା ତରଳ ଅବସ୍ଥାରେ ଭୂପୃଷ୍ଠରେ ପଡ଼ିଥାଏ । ମେଘରେ ଥିବା ଜଳକଣା ବା ତୁଷାରକଣାଗୁଡ଼ିକ ଏତେ କ୍ଷୁଦ୍ର ଯେ ବହୁଦିନ ଧରି ଆକାଶରେ ଭାସି ବୁଲିଲେ ମଧ୍ୟ ତଳକୁ ଶୀଘ୍ର ଖସିପଡ଼ିବାର ସମ୍ଭାବନା ନ ଥାଏ । ଏହି ଜଳକଣା କିମ୍ବା ତୁଷାରକଣାଗୁଡ଼ିକ ଅଧିକ ଘନୀଭୂତ ହେଲେ ସେମାନଙ୍କର ଆକାର ବୃଦ୍ଧି ପାଇ ଓଜନିଆ ହେବା ଯୋଗୁଁ ସେଗୁଡ଼ିକ ତଳେ ଖସିପଡ଼ିଥାଏ ।[୧]
ପ୍ରକାର
ବର୍ଷଣ ମୁଖ୍ୟତଃ ୩ ପ୍ରକାରର:[୧]
- ବୃଷ୍ଟିପାତ
- କୁଆପଥର ବୃଷ୍ଟି
- ତୁଷାରପାତ
ଆଧାର
🔥 Top keywords: ପ୍ରଧାନ ପୃଷ୍ଠାରାମ ନବମୀଓଡ଼ିଆ ଭାଷାବିଶେଷ:ଖୋଜନ୍ତୁସୁଦଶା ବ୍ରତମିଡ଼ିଆଉଇକି:Interwiki-links.jsଜଗନ୍ନାଥ ଦାସଅମୃତାୟନଉଇକିପିଡ଼ିଆ:ଉଇକିପିଡ଼ିଆ ବାବଦରେଦ୍ୱିତୀୟ ବିଶ୍ୱଯୁଦ୍ଧଉଇକିପିଡ଼ିଆ:ସଙ୍ଘ ସୂଚନା ଫଳକବିଜୁ ପଟ୍ଟନାୟକରାଧାନାଥ ରାୟଜଗନ୍ନାଥ ମନ୍ଦିରରାମଫକୀର ମୋହନ ସେନାପତିସହଯୋଗ:ବିଷୟବସ୍ତୁଜଗନ୍ନାଥଉଇକିପିଡ଼ିଆ:ଆମ ସହ ଯୋଗାଯୋଗରାମାୟଣଓଡ଼ିଆ ସାହିତ୍ୟସାରଳା ଦାସମଧୁସୂଦନ ଦାସଉଇକିପିଡ଼ିଆଗୋପବନ୍ଧୁ ଦାସଗଙ୍ଗାଧର ମେହେରwiki.phtmlଗୋପୀନାଥ ମହାନ୍ତିଲିଙ୍ଗରାଜ ମନ୍ଦିରଗୋଦାବରୀଶ ମିଶ୍ରମଧୁସୂଦନ ରାଓଉଇକିପିଡ଼ିଆ:ଆମେ ଦାୟୀ ନୋହୁଁନମିତା ଅଗ୍ରୱାଲଶାନ୍ତନୁ କୁମାର ଆଚାର୍ଯ୍ୟଛାଞ୍ଚ:Key press/docପଣା ସଂକ୍ରାନ୍ତିଲକ୍ଷ୍ମୀକାନ୍ତ ମହାପାତ୍ରମନୋଜ ଦାସଅଂଶୁଘାତ