ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ
୧୯୪୮ ମସିହା ଏପ୍ରିଲ ୭ ତାରିଖରେ ଜାତିସଂଘ ପକ୍ଷରୁ ପ୍ରତିଷ୍ଠା ହେଇଥିଲା ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ(WHO)। [୧]ବିଶ୍ୱରେ ସ୍ୱାଥ୍ୟ ସେବା ସମ୍ପର୍କିତ ବିବରଣୀ ସଂଗ୍ରହ କରିବା ଏବଂ ଏହାର ମୁକାବିଲା ଦିଗରେ ଆବଶ୍ୟକ ପଦକ୍ଷେପ ନେବା ଥିଲା ଏହି ସଂଗଠନର ଉଦ୍ଦେଶ୍ୟ ।ଏହାର ମୂଖ୍ୟାଳୟ ସୁଇଜରଲାଣ୍ଡର ଜେନେଭାଠାରେ ପ୍ରତିଷ୍ଠା ହେଇଥିଲା ।ଅବଶ୍ୟ ଏହା ପୂର୍ବରୁ ସଂଗଠନ ପ୍ରତିଷ୍ଠା ଲାଗି ୧୯୪୬ ଜୁଲାଇ ୨୨ରେ ଜାତିସଂଘର ୬୧ଟି ସଦସ୍ୟ ରାଷ୍ଟ୍ର ଏକ ରାଜିନାମା ସ୍ୱାକ୍ଷର କରିଥିଲେ ।ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ପ୍ରଥମ ବୈଠକ ୧୯୪୮ ଜୁଲାଇ ୨୪ରେ ଶେଷ ହେଇଥିଲା ।ପ୍ରତିଷ୍ଠା ହେବା ଦିନରୁ ସଂଗଠନ ବିଶ୍ୱରୁ ବସନ୍ତରୋଗ ସମ୍ପୁର୍ଣ୍ଣ ଭାବେ ଲୋପ କରିବା ଲାଗି ଉଦ୍ୟମ ଆରମ୍ଭ କରିଥିଲା ଏବଂ ଏଦିଗରେ ସଫଳ ମଧ୍ୟ ହେଇଥିଲା ।[୨]
ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ منظمة الصحة العالمية 世界卫生组织 Organisation mondiale de la santé Всемирная организация здравоохранения Organización Mundial de la Salud | |
---|---|
ସଙ୍ଗଠନ | Specialized agency of the United Nations |
Acronyms | WHO OMS |
ମୂଖ୍ୟ | Dr. Margaret Chan |
ସ୍ଥିତି | ସକ୍ରିୟ |
ପ୍ରତିଷ୍ଠା | ୭ ଏପ୍ରିଲ ୧୯୪୮ |
ମୂଖ୍ୟ କାର୍ଯ୍ୟାଳୟ | Geneva, Switzerland |
ୱେବସାଇଟ | www |
Parent org | ECOSOC |
ଆଧାର
ବାହାର ତଥ୍ୟ
ଉଇକିମିଡ଼ିଆ କମନ୍ସରେ World Health Organizationବାବଦରେ ମାଧ୍ୟମ ରହିଛି ।
🔥 Top keywords: ପ୍ରଧାନ ପୃଷ୍ଠାରାମ ନବମୀଓଡ଼ିଆ ଭାଷାବିଶେଷ:ଖୋଜନ୍ତୁସୁଦଶା ବ୍ରତମିଡ଼ିଆଉଇକି:Interwiki-links.jsଜଗନ୍ନାଥ ଦାସଅମୃତାୟନଉଇକିପିଡ଼ିଆ:ଉଇକିପିଡ଼ିଆ ବାବଦରେଦ୍ୱିତୀୟ ବିଶ୍ୱଯୁଦ୍ଧଉଇକିପିଡ଼ିଆ:ସଙ୍ଘ ସୂଚନା ଫଳକବିଜୁ ପଟ୍ଟନାୟକରାଧାନାଥ ରାୟଜଗନ୍ନାଥ ମନ୍ଦିରରାମଫକୀର ମୋହନ ସେନାପତିସହଯୋଗ:ବିଷୟବସ୍ତୁଜଗନ୍ନାଥଉଇକିପିଡ଼ିଆ:ଆମ ସହ ଯୋଗାଯୋଗରାମାୟଣଓଡ଼ିଆ ସାହିତ୍ୟସାରଳା ଦାସମଧୁସୂଦନ ଦାସଉଇକିପିଡ଼ିଆଗୋପବନ୍ଧୁ ଦାସଗଙ୍ଗାଧର ମେହେରwiki.phtmlଗୋପୀନାଥ ମହାନ୍ତିଲିଙ୍ଗରାଜ ମନ୍ଦିରଗୋଦାବରୀଶ ମିଶ୍ରମଧୁସୂଦନ ରାଓଉଇକିପିଡ଼ିଆ:ଆମେ ଦାୟୀ ନୋହୁଁନମିତା ଅଗ୍ରୱାଲଶାନ୍ତନୁ କୁମାର ଆଚାର୍ଯ୍ୟଛାଞ୍ଚ:Key press/docପଣା ସଂକ୍ରାନ୍ତିଲକ୍ଷ୍ମୀକାନ୍ତ ମହାପାତ୍ରମନୋଜ ଦାସଅଂଶୁଘାତ