ବୈକୁଣ୍ଠନାଥ ସ୍ୱାଇଁ

ଓଡ଼ିଆ ରାଜନୀତିଜ୍ଞ
(ବୈକୁଣ୍ଠ ନାଥ ସ୍ୱାଇଁରୁ ଲେଉଟି ଆସିଛି)

ବୈକୁଣ୍ଠ ନାଥ ସ୍ୱାଇଁ (୧୩ ଜାନୁଆରୀ ୧୯୩୫ - ୨ ଅକ୍ଟୋବର ୧୯୯୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୮୦ ଓ ୧୯୯୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କାକଟପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୮ମ ଓ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ବୈକୁଣ୍ଠ ନାଥ ସ୍ୱାଇଁ
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୫ – ୨ ଅକ୍ଟୋବର ୧୯୯୫
ପୂର୍ବ ଅଧିକାରୀସୁରେନ୍ଦ୍ର ନାଥ ନାୟକ
ପର ଅଧିକାରୀସୁରେନ୍ଦ୍ର ନାଥ ନାୟକ
ନିର୍ବାଚନ ମଣ୍ଡଳୀକାକଟପୁର
ବିଧାୟକ: ୮ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୦ – ୧୯୮୫
ପୂର୍ବ ଅଧିକାରୀସୁରେନ୍ଦ୍ର ନାଥ ନାୟକ
ପର ଅଧିକାରୀସୁରେନ୍ଦ୍ର ନାଥ ନାୟକ
ନିର୍ବାଚନ ମଣ୍ଡଳୀକାକଟପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1935-01-13)୧୩ ଜାନୁଆରୀ ୧୯୩୫
ମୃତ୍ୟୁ୨ ଅକ୍ଟୋବର ୧୯୯୫(1995-10-02) (ବୟସ ୬୦)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀକାଦମ୍ବିନୀ ସ୍ୱାଇଁ
ବାପା/ବୋଉଅଚ୍ୟୁତାନନ୍ଦ ସ୍ୱାଇଁ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା

ବୈକୁଣ୍ଠ ନାଥ ସ୍ୱାଇଁ ୧୯୩୫ ମସିହାର ଜାନୁଆରୀ ୧୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଅଚ୍ୟୁତାନନ୍ଦ ସ୍ୱାଇଁ ଓ ପତ୍ନୀଙ୍କ ନାମ କାଦମ୍ବିନୀ ସ୍ୱାଇଁ ।[୧]

ରାଜନୈତିକ ଜୀବନ

ବୈକୁଣ୍ଠ ନାଥ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ

ବୈକୁଣ୍ଠ ନାଥ ୧୯୯୫ ମସିହାର ଅକ୍ଟୋବର ୨ ତାରିଖରେ ୬୦ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର

🔥 Top keywords: ପ୍ରଧାନ ପୃଷ୍ଠାମିଡ଼ିଆଉଇକି:Interwiki-links.jsଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶାବିଶେଷ:ଖୋଜନ୍ତୁଓଡ଼ିଆ ଭାଷାଦ୍ୱିତୀୟ ବିଶ୍ୱଯୁଦ୍ଧଫକୀର ମୋହନ ସେନାପତିଜଗନ୍ନାଥ ମନ୍ଦିରଜଗନ୍ନାଥ ଦାସବନ୍ଦେ ଉତ୍କଳ ଜନନୀଲକ୍ଷ୍ମୀକାନ୍ତ ମହାପାତ୍ରଗୋପବନ୍ଧୁ ଦାସମଧୁସୂଦନ ଦାସମନମୋହନ ସାମଲଗୋପୀନାଥ ମହାନ୍ତିଉଇକିପିଡ଼ିଆ:ଆମେ ଦାୟୀ ନୋହୁଁମହାତ୍ମା ଗାନ୍ଧୀସୀତା ନବମୀସହଯୋଗ:ବିଷୟବସ୍ତୁବିଶେଷ:ନଗଦବଦଳକାଳିନ୍ଦୀ ଚରଣ ପାଣିଗ୍ରାହୀଗଙ୍ଗାଧର ମେହେରସାରଳା ଦାସଜଗନ୍ନାଥଉଇକିପିଡ଼ିଆ:ଉଇକିପିଡ଼ିଆ ବାବଦରେସଚ୍ଚିଦାନନ୍ଦ ରାଉତରାୟମଧୁସୂଦନ ରାଓପୁନମ ମିଶ୍ରଓଡ଼ିଶାଉଇକିପିଡ଼ିଆ:ଆମ ସହ ଯୋଗାଯୋଗଓଡ଼ିଆ ସାହିତ୍ୟଫାଇଲ:Namita Agrawal (Odia Singer).jpgଗୋଦାବରୀଶ ମିଶ୍ରଶାନ୍ତନୁ କୁମାର ଆଚାର୍ଯ୍ୟଉଇକିପିଡ଼ିଆ:ସଙ୍ଘ ସୂଚନା ଫଳକରାଧାନାଥ ରାୟମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶାwiki.phtmlପ୍ରତିଭା ରାୟ