ମାନ୍ଦାୱା

[[Category:Lua error in package.lua at line 80: module 'Module:Pagetype/setindex' not found. with short description]]

Mandawa
मन्डावा
city
A haveli in Mandawa
A haveli in Mandawa
ଦେଶ India
ରାଜ୍ୟRajasthan
ଜିଲ୍ଲାJhunjhunun
Elevation
316 m (1,037 ft)
Population
 (2001)
 • Total୨୦,୭୧୭
ଭାଷା
 • ସରକାରୀHindi
Time zoneUTC+5:30 (IST)
PIN
333704
ଯାନବାହାନ ପଞ୍ଚୀକରଣRJ-18
Not to be confused with Mandwa, a village in Maharashtra.

ମାନ୍ଦାୱା ଏକ ଭାରତୀୟ ପୌରପାଳିକା (Municipality) ଅଟେ । ଏହା ରାଜସ୍ଥାନର ଝୁଞ୍ଝୁନୁନ୍ ଜିଲ୍ଲାରେ ଅବସ୍ଥିତ ।

ଭୌଗଳିକ ଅବସ୍ଥିତି

ମାନ୍ଦାୱା ୨୮.୦୫୬୧ ଉତ୍ତର ଅକ୍ଷାଂଶ ଓ ୭୫.୧୪୮୮ ପୂର୍ବ ଦ୍ରାଘିମାରେ ଅବସ୍ଥିତ । ସମୁଦ୍ର ପତନଠାରୁ ଏହା ୧୦୨୩ ଫୁଟ ଉଚ୍ଚତାରେ ରହିଛି ।[୧]

ଜନସଂଖ୍ୟା ଓ ସାକ୍ଷରତା

୨୦୦୧ ମସିହାର ଭାରତୀୟ ଜନଗଣନା ଅନୁସାରେ, ମାନ୍ଦାୱା ସହରର ମୋଟ ଜନସଂଖ୍ୟା ୨୦୭୧୭ ଅଟେ ।[୨] ସେଥି ମଧ୍ୟରୁ ୫୦.୯୩% ଜଣ ପରୁଷ ହୋଇଥିବା ବେଳେ ୪୯.୦୭% ଜଣ ନାରୀ ଅଟନ୍ତି । ମାନ୍ଦାୱାର ସାକ୍ଷରତା ହାର ୫୭.୭୩% ଅଟେ । ଏହା ଜାତୀୟ ହାରଠାରୁ ୭.୧୧% ପ୍ରତିଶତ କମ ଅଟେ । ସେଥିରୁ ୩୫.୪୮% ପ୍ରତିଶତ ପୁରୁଷ ଓ ୨୨.୨୫% ନାରୀ ଅଟନ୍ତି । ୧୮.୩୭% ଲୋକ ସେଠାରେ ୬ ବର୍ଷ ବୟସରୁ କମ ବୟସ୍କ ଅଟନ୍ତି ।[୨]

ଭାଷା

ହିନ୍ଦୀ ମାନ୍ଦାୱାର ସରକାରୀ ଭାଷା ଅଟେ ।

ଆହୁରି ପଢନ୍ତୁ

ଆଧାର

ବାହାର ଲିଙ୍କ

🔥 Top keywords: ପ୍ରଧାନ ପୃଷ୍ଠାମିଡ଼ିଆଉଇକି:Interwiki-links.jsଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶାବିଶେଷ:ଖୋଜନ୍ତୁଓଡ଼ିଆ ଭାଷାଦ୍ୱିତୀୟ ବିଶ୍ୱଯୁଦ୍ଧଫକୀର ମୋହନ ସେନାପତିଜଗନ୍ନାଥ ମନ୍ଦିରଜଗନ୍ନାଥ ଦାସବନ୍ଦେ ଉତ୍କଳ ଜନନୀଲକ୍ଷ୍ମୀକାନ୍ତ ମହାପାତ୍ରଗୋପବନ୍ଧୁ ଦାସମଧୁସୂଦନ ଦାସମନମୋହନ ସାମଲଗୋପୀନାଥ ମହାନ୍ତିଉଇକିପିଡ଼ିଆ:ଆମେ ଦାୟୀ ନୋହୁଁମହାତ୍ମା ଗାନ୍ଧୀସୀତା ନବମୀସହଯୋଗ:ବିଷୟବସ୍ତୁବିଶେଷ:ନଗଦବଦଳକାଳିନ୍ଦୀ ଚରଣ ପାଣିଗ୍ରାହୀଗଙ୍ଗାଧର ମେହେରସାରଳା ଦାସଜଗନ୍ନାଥଉଇକିପିଡ଼ିଆ:ଉଇକିପିଡ଼ିଆ ବାବଦରେସଚ୍ଚିଦାନନ୍ଦ ରାଉତରାୟମଧୁସୂଦନ ରାଓପୁନମ ମିଶ୍ରଓଡ଼ିଶାଉଇକିପିଡ଼ିଆ:ଆମ ସହ ଯୋଗାଯୋଗଓଡ଼ିଆ ସାହିତ୍ୟଫାଇଲ:Namita Agrawal (Odia Singer).jpgଗୋଦାବରୀଶ ମିଶ୍ରଶାନ୍ତନୁ କୁମାର ଆଚାର୍ଯ୍ୟଉଇକିପିଡ଼ିଆ:ସଙ୍ଘ ସୂଚନା ଫଳକରାଧାନାଥ ରାୟମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶାwiki.phtmlପ୍ରତିଭା ରାୟ