ରାଧାମୋହନ ନାୟକ

ଓଡ଼ିଆ ରାଜନୀତିଜ୍ଞ
(ରାଧା ମୋହନ ନାୟକରୁ ଲେଉଟି ଆସିଛି)

ରାଧାମୋହନ ନାୟକ (୧ ଜାନୁଆରୀ ୧୯୨୯ - ୪ ଜୁଲାଇ ୨୦୧୨) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ରାଧାମୋହନ ଓଡ଼ିଶା ରାଜନୀତିରେ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦ ଓ ସ୍ୱତନ୍ତ୍ର ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ । ୧୯୫୭, ୧୯୬୭ ଓ ୧୯୭୧ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାଙ୍ଗିରିପୋଷି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୨ୟ, ୪ର୍ଥ ଓ ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ରାଧାମୋହନ ନାୟକ
ରାଧାମୋହନ ନାୟକ
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୭ – ୧୯୬୧
ପୂର୍ବ ଅଧିକାରୀଯାଦବ ମାଝୀ
ପର ଅଧିକାରୀଇଶ୍ୱର ଚନ୍ଦ୍ର ନାୟକ
ନିର୍ବାଚନ ମଣ୍ଡଳୀବାଙ୍ଗିରିପୋଷି
ବିଧାୟକ: ୪ର୍ଥ, ୫ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୭ – ୧୯୭୩
ପୂର୍ବ ଅଧିକାରୀଇଶ୍ୱର ଚନ୍ଦ୍ର ନାୟକ
ପର ଅଧିକାରୀରୁଦ୍ର ମୋହନ ଦାସ
ନିର୍ବାଚନ ମଣ୍ଡଳୀବାଙ୍ଗିରିପୋଷି
ବ୍ୟକ୍ତିଗତ ସବିଶେଷ
ଜନ୍ମ(1929-01-01)୧ ଜାନୁଆରୀ ୧୯୨୯
ମୃତ୍ୟୁ୪ ଜୁଲାଇ ୨୦୧୨(2012-07-04) (ବୟସ ୮୩)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳସ୍ୱତନ୍ତ୍ର ପାର୍ଟି
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦ
ଜୀବନ ସାଥୀଲଳିତା ମୋହିନୀ ନାୟକ
ବାପା/ବୋଉଗୌର ମୋହନ ନାୟକ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ଶିକ୍ଷା ଓ ପରିବାର

ରାଧାମୋହନ ନାୟକ ୧୯୧୯ ମସିହାର ଜାନୁଆରୀ ମାସ ୧ ତାରିଖରେ ମୟୂରଭଞ୍ଜ ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ଗୌର ମୋହନ ନାୟକ ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ୍‌ରୁ କମ ।[୧] ତାଙ୍କ ପତ୍ନୀଙ୍କ ନାମ ଲଳିତା ମୋହିନୀ ନାୟକ ।[୧]

ରାଜନୈତିକ ଜୀବନ

ରାଧାମୋହନ ଓଡ଼ିଶା ରାଜନୀତିରେ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦ ଓ ସ୍ୱତନ୍ତ୍ର ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ ।

ମୃତ୍ୟୁ

ରାଧାମୋହନ ନାୟକ ୨୦୧୨ ମସିହା ଜୁଲାଇ ମାସ ୪ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୫୯ ବର୍ଷ ବୟସ ହୋଇଥିଲା ।

ଆଧାର

🔥 Top keywords: ପ୍ରଧାନ ପୃଷ୍ଠାମିଡ଼ିଆଉଇକି:Interwiki-links.jsଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶାବିଶେଷ:ଖୋଜନ୍ତୁଓଡ଼ିଆ ଭାଷାଦ୍ୱିତୀୟ ବିଶ୍ୱଯୁଦ୍ଧଫକୀର ମୋହନ ସେନାପତିଜଗନ୍ନାଥ ମନ୍ଦିରଜଗନ୍ନାଥ ଦାସବନ୍ଦେ ଉତ୍କଳ ଜନନୀଲକ୍ଷ୍ମୀକାନ୍ତ ମହାପାତ୍ରଗୋପବନ୍ଧୁ ଦାସମଧୁସୂଦନ ଦାସମନମୋହନ ସାମଲଗୋପୀନାଥ ମହାନ୍ତିଉଇକିପିଡ଼ିଆ:ଆମେ ଦାୟୀ ନୋହୁଁମହାତ୍ମା ଗାନ୍ଧୀସୀତା ନବମୀସହଯୋଗ:ବିଷୟବସ୍ତୁବିଶେଷ:ନଗଦବଦଳକାଳିନ୍ଦୀ ଚରଣ ପାଣିଗ୍ରାହୀଗଙ୍ଗାଧର ମେହେରସାରଳା ଦାସଜଗନ୍ନାଥଉଇକିପିଡ଼ିଆ:ଉଇକିପିଡ଼ିଆ ବାବଦରେସଚ୍ଚିଦାନନ୍ଦ ରାଉତରାୟମଧୁସୂଦନ ରାଓପୁନମ ମିଶ୍ରଓଡ଼ିଶାଉଇକିପିଡ଼ିଆ:ଆମ ସହ ଯୋଗାଯୋଗଓଡ଼ିଆ ସାହିତ୍ୟଫାଇଲ:Namita Agrawal (Odia Singer).jpgଗୋଦାବରୀଶ ମିଶ୍ରଶାନ୍ତନୁ କୁମାର ଆଚାର୍ଯ୍ୟଉଇକିପିଡ଼ିଆ:ସଙ୍ଘ ସୂଚନା ଫଳକରାଧାନାଥ ରାୟମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶାwiki.phtmlପ୍ରତିଭା ରାୟ