ସଚ୍ଚି ଦାସ

ଓଡ଼ିଆ ନାଟ୍ୟ ନିର୍ଦ୍ଦେଶକ ଏବଂ ଅଭିନେତା

ସଚ୍ଚି ଦାସ, କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନପ୍ରାପ୍ତ ଜଣେ ଓଡ଼ିଆ ନାଟ୍ୟକାର, ନିର୍ଦ୍ଦେଶକ ଏବଂ ଅଭିନେତା । ସଚ୍ଚି ଦାସ ଓଡ଼ିଶା ଯାତ୍ରା ଜଗତର ଭୀଷ୍ମ ପିତାମହ ଭାବେ ଜଣାଶୁଣା ।[୧]ସେ ୫୦୦ରୁ ଉର୍ଦ୍ଧ୍ୱ ଯାତ୍ରା ସହିତ, ୧୦୦ରୁ ଉର୍ଦ୍ଧ୍ୱ ନାଟକରେ ନିର୍ଦ୍ଦେଶନା ଦେଇଛନ୍ତି । ୪୦୦ରୁ ଅଧିକ ଯାତ୍ରା ଓ ନାଟକ ସେ ନିଜେ ରଚନା କରିଛନ୍ତି ।[୨]

ସଚ୍ଚିଦାନନ୍ଦ ଦାସ
ଜନ୍ମ୧୯୩୬
ଜାତୀୟତାଭାରତୀୟ
ପିତାମାତା(s)ଭଗିରଥ ଦାସ, ପ୍ରିୟମ୍ବଦା ଦେବୀ
ପୁରସ୍କାରକବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ

ପିତା ଭଗିରଥ ଦାସ ଓ ମାତା ପ୍ରିୟମ୍ବଦା ଦେବୀଙ୍କ ସନ୍ତାନ ସଚ୍ଚି, ୧୯୩୬ ମସିହାରେ ଯାଜପୁର ଜିଲ୍ଲାର ବରୀଠାରେ ଜନ୍ମଗ୍ରହଣ କରିଥିଲେ । ପିତା ଥିଲେ ଜଣେ ସ୍ୱାଧୀନତା ସଂଗ୍ରାମୀ । ମାତା ପ୍ରିୟମ୍ବଦା ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସଚ୍ଚିଙ୍କର ଅଭିନୟ ଗାଁ ମଞ୍ଚରୁ ଆରମ୍ଭ ହୋଇଥିଲା । ନାଟକର ନାଁ ଥିଲା "ଟିପଚିହ୍ନ" । ଛାତ୍ରାବସ୍ଥାରେ ସେ ଗୁରୁ "ଶ୍ୟାମସୁନ୍ଦର ଧୀର"ଙ୍କଠାରୁ ଶାସ୍ତ୍ରୀୟ ଗାୟନ ଓ ତବଲା ବାଦନ ଶିକ୍ଷା କରିଥିଲେ । ୧୯୫୮ ମସିହାରେ ସେ "ଜନତା ରଙ୍ଗମଞ୍ଚ" ସହିତ ଜଡ଼ିତ ହୋଇଥିଲେ ।[୩] "ଏବଂ ଆମେ" ନାମକୁ ନାଟ୍ୟ ଅନୁଷ୍ଠାନ ଗଠନ କରି, ସଚ୍ଚି ବହୁ ମଞ୍ଚନାଟକ ପ୍ରସ୍ତୁତ କରିଛନ୍ତି ।[୪]

ସମ୍ମାନ ଓ ପୁରସ୍କାର

ଆଧାର

🔥 Top keywords: ପ୍ରଧାନ ପୃଷ୍ଠାମିଡ଼ିଆଉଇକି:Interwiki-links.jsଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶାବିଶେଷ:ଖୋଜନ୍ତୁଓଡ଼ିଆ ଭାଷାଦ୍ୱିତୀୟ ବିଶ୍ୱଯୁଦ୍ଧଫକୀର ମୋହନ ସେନାପତିଜଗନ୍ନାଥ ମନ୍ଦିରଜଗନ୍ନାଥ ଦାସବନ୍ଦେ ଉତ୍କଳ ଜନନୀଲକ୍ଷ୍ମୀକାନ୍ତ ମହାପାତ୍ରଗୋପବନ୍ଧୁ ଦାସମଧୁସୂଦନ ଦାସମନମୋହନ ସାମଲଗୋପୀନାଥ ମହାନ୍ତିଉଇକିପିଡ଼ିଆ:ଆମେ ଦାୟୀ ନୋହୁଁମହାତ୍ମା ଗାନ୍ଧୀସୀତା ନବମୀସହଯୋଗ:ବିଷୟବସ୍ତୁବିଶେଷ:ନଗଦବଦଳକାଳିନ୍ଦୀ ଚରଣ ପାଣିଗ୍ରାହୀଗଙ୍ଗାଧର ମେହେରସାରଳା ଦାସଜଗନ୍ନାଥଉଇକିପିଡ଼ିଆ:ଉଇକିପିଡ଼ିଆ ବାବଦରେସଚ୍ଚିଦାନନ୍ଦ ରାଉତରାୟମଧୁସୂଦନ ରାଓପୁନମ ମିଶ୍ରଓଡ଼ିଶାଉଇକିପିଡ଼ିଆ:ଆମ ସହ ଯୋଗାଯୋଗଓଡ଼ିଆ ସାହିତ୍ୟଫାଇଲ:Namita Agrawal (Odia Singer).jpgଗୋଦାବରୀଶ ମିଶ୍ରଶାନ୍ତନୁ କୁମାର ଆଚାର୍ଯ୍ୟଉଇକିପିଡ଼ିଆ:ସଙ୍ଘ ସୂଚନା ଫଳକରାଧାନାଥ ରାୟମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶାwiki.phtmlପ୍ରତିଭା ରାୟ