ସଫ୍ଟୱେର
କମ୍ପ୍ୟୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।[୧]
ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
ଆଧାର
🔥 Top keywords: ପ୍ରଧାନ ପୃଷ୍ଠାରାମ ନବମୀଓଡ଼ିଆ ଭାଷାବିଶେଷ:ଖୋଜନ୍ତୁସୁଦଶା ବ୍ରତମିଡ଼ିଆଉଇକି:Interwiki-links.jsଜଗନ୍ନାଥ ଦାସଅମୃତାୟନଉଇକିପିଡ଼ିଆ:ଉଇକିପିଡ଼ିଆ ବାବଦରେଦ୍ୱିତୀୟ ବିଶ୍ୱଯୁଦ୍ଧଉଇକିପିଡ଼ିଆ:ସଙ୍ଘ ସୂଚନା ଫଳକବିଜୁ ପଟ୍ଟନାୟକରାଧାନାଥ ରାୟଜଗନ୍ନାଥ ମନ୍ଦିରରାମଫକୀର ମୋହନ ସେନାପତିସହଯୋଗ:ବିଷୟବସ୍ତୁଜଗନ୍ନାଥଉଇକିପିଡ଼ିଆ:ଆମ ସହ ଯୋଗାଯୋଗରାମାୟଣଓଡ଼ିଆ ସାହିତ୍ୟସାରଳା ଦାସମଧୁସୂଦନ ଦାସଉଇକିପିଡ଼ିଆଗୋପବନ୍ଧୁ ଦାସଗଙ୍ଗାଧର ମେହେରwiki.phtmlଗୋପୀନାଥ ମହାନ୍ତିଲିଙ୍ଗରାଜ ମନ୍ଦିରଗୋଦାବରୀଶ ମିଶ୍ରମଧୁସୂଦନ ରାଓଉଇକିପିଡ଼ିଆ:ଆମେ ଦାୟୀ ନୋହୁଁନମିତା ଅଗ୍ରୱାଲଶାନ୍ତନୁ କୁମାର ଆଚାର୍ଯ୍ୟଛାଞ୍ଚ:Key press/docପଣା ସଂକ୍ରାନ୍ତିଲକ୍ଷ୍ମୀକାନ୍ତ ମହାପାତ୍ରମନୋଜ ଦାସଅଂଶୁଘାତ