ସମାଜ ବିଜ୍ଞାନ

ବିଜ୍ଞାନ

ସମାଜ ବିଜ୍ଞାନ ସାମାଜିକ ବ୍ୟବହାର ଓ ଅନୁଷ୍ଠାନର ଏକାଡେମିକ୍ ପାଠ ଅଟେ । [୧] ଗୋଟିଏ ସମାଜଶାସ୍ତ୍ର ଭାବରେ ଏହା ଅନୁଭବଜନ୍ୟ ଓ ସମୀକ୍ଷାତ୍ମକ ପଦ୍ଧତି ବ୍ୟବହାର କରି ସାମାଜିକ ବ୍ୟବସ୍ଥା,ସାମାଜିକ ଅବ୍ୟବସ୍ଥା ତଥା ସାମାଜିକ ପରିବର୍ତ୍ତନ ବିଷୟରେ ଜ୍ଞାନ ଅର୍ଜନ କରିବାରେ ସାହାଯ୍ୟ କରେ । ପାରମ୍ପରିକ ଭାବରେ ସମାଜବିଜ୍ଞାନର ଫୋକସ୍ ସାମାଜିକ ସ୍ତରୀକରଣ, ସାମାଜିକ ବର୍ଗ, ସାମାଜିକ ଗତିଶିଳତା, ଧର୍ମ, ଆଇନ୍, ଯୌନତା ଓ ବିପତତା ଆଦି ବିଷୟରେ ରହିଆସିଅଛି ।

Sna large

ଆଧାର