ସାଥୀରେ

୨୦୦୪ର ଓଡ଼ିଆ କଥାଚିତ୍ର

ସାଥୀରେ, ୨୦୦୪ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର ।[୧] ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଶୈଳବାଳା ଲେଙ୍କା ଓ ହର ପଟ୍ଟନାୟକହର ପଟ୍ଟନାୟକ ଏହି କଥାଚିତ୍ରଟିର କାହାଣୀ ଓ ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।[୨][୩]

ସାଥୀରେ
ନିର୍ଦ୍ଦେଶକହର ପଟ୍ଟନାୟକ
ପ୍ରଯୋଜକଶୈଳବାଳା ଲେଙ୍କା
ହର ପଟ୍ଟନାୟକ
ଚିତ୍ରନାଟ୍ୟହର ପଟ୍ଟନାୟକ
କାହାଣୀହର ପଟ୍ଟନାୟକ
କଳାକାରଅନୁଭବ ମହାନ୍ତି
ମଧୁମିତା ବସୁ
ଶ୍ରୀତମ ଦାସ
ଅନିତା ଦାସ
ସଙ୍ଗୀତମନ୍ମଥ ମିଶ୍ର
ଚିତ୍ରଗ୍ରହଣନିରଞ୍ଜନ ଦାସ
ମୁକ୍ତିଲାଭ ତାରିଖ
୨୬ ଅଗଷ୍ଟ ୨୦୦୪
ଦେଶ ଭାରତ
ଭାଷାଓଡ଼ିଆ

ଅନୁଭବ ମହାନ୍ତି, ମଧୁମିତା ବସୁ, ଶ୍ରୀତମ ଦାସ, ଅନିତା ଦାସ, ହର ପଟ୍ଟନାୟକ, ଦିପକ ପରିଡ଼ା, ସୋମା ଭୌମିକ, ଦେବୁ ବୋଷ, ରୁନୁ ପରିଜା, ପ୍ରଦ୍ୟୁମ୍ନ ଲେଙ୍କା, ପିଣ୍ଟୁ ନନ୍ଦ, କାନ୍ତା ସିଂହ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।[୨]

ଅଭିନୟ

ଗୀତ ଓ ସଙ୍ଗୀତ

ମନ୍ମଥ ମିଶ୍ର ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଏବଂ ଗୀତ ରଚନା କରିଥିଲେ ।[୨][୧]

ଆଧାର

ବାହାର ଆଧାର

🔥 Top keywords: ପ୍ରଧାନ ପୃଷ୍ଠାମିଡ଼ିଆଉଇକି:Interwiki-links.jsଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶାବିଶେଷ:ଖୋଜନ୍ତୁଓଡ଼ିଆ ଭାଷାଦ୍ୱିତୀୟ ବିଶ୍ୱଯୁଦ୍ଧଫକୀର ମୋହନ ସେନାପତିଜଗନ୍ନାଥ ମନ୍ଦିରଜଗନ୍ନାଥ ଦାସବନ୍ଦେ ଉତ୍କଳ ଜନନୀଲକ୍ଷ୍ମୀକାନ୍ତ ମହାପାତ୍ରଗୋପବନ୍ଧୁ ଦାସମଧୁସୂଦନ ଦାସମନମୋହନ ସାମଲଗୋପୀନାଥ ମହାନ୍ତିଉଇକିପିଡ଼ିଆ:ଆମେ ଦାୟୀ ନୋହୁଁମହାତ୍ମା ଗାନ୍ଧୀସୀତା ନବମୀସହଯୋଗ:ବିଷୟବସ୍ତୁବିଶେଷ:ନଗଦବଦଳକାଳିନ୍ଦୀ ଚରଣ ପାଣିଗ୍ରାହୀଗଙ୍ଗାଧର ମେହେରସାରଳା ଦାସଜଗନ୍ନାଥଉଇକିପିଡ଼ିଆ:ଉଇକିପିଡ଼ିଆ ବାବଦରେସଚ୍ଚିଦାନନ୍ଦ ରାଉତରାୟମଧୁସୂଦନ ରାଓପୁନମ ମିଶ୍ରଓଡ଼ିଶାଉଇକିପିଡ଼ିଆ:ଆମ ସହ ଯୋଗାଯୋଗଓଡ଼ିଆ ସାହିତ୍ୟଫାଇଲ:Namita Agrawal (Odia Singer).jpgଗୋଦାବରୀଶ ମିଶ୍ରଶାନ୍ତନୁ କୁମାର ଆଚାର୍ଯ୍ୟଉଇକିପିଡ଼ିଆ:ସଙ୍ଘ ସୂଚନା ଫଳକରାଧାନାଥ ରାୟମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶାwiki.phtmlପ୍ରତିଭା ରାୟ