Jump to content

ଘିମିରି

ଉଇକିପିଡ଼ିଆ‌ରୁ
ଛାତି, ବେକ ଏବଂ କାନ୍ଧରେ ସାଧାରଣ ଲାଲ ଦାଗ ଦେଖାଯାଉଥିବା ଘିମିରିର ଏକ ଛବି

ଘିମିରି ଏକ ଚର୍ମଜନିତ ରୋଗ ।ସାଧାରଣତଃ ଝାଳ ଅଧିକ ବୋହିଲେ ଘିମିରି ହେବାର ଆଶଙ୍କା ଅଧିକ ଥାଏ । ଏହା ବ୍ୟତିତ ଝାଳ ବାହାରୁ ନଥିବା ବ୍ୟକ୍ତିଙ୍କଠାରେ ମଧ୍ୟ ଘିମିରି ଦେଖାଯାଇଥାଏ । ଶରୀରରୁ ସ୍ୱେଦ ନ ବାହାରିବା ଫଳରେ ଚର୍ମରେ ଲୋମକୂପଗୁଡିକ ବନ୍ଦ ହେଇଯାଏ । ଏହା ଫଳରେ ଶରୀରରେ ଝାଳ ବାହାରି ନଥାଏ । ସାଧାରଣତଃ ଖରାଦିନେ ପ୍ରାୟ ଲୋକଙ୍କଠାରେ ଘିମିରି ବାହାରି ଥାଏ ।

ଏହା ବାହାରିବାର କେତେକ କାରଣ ରହିଛି, ଯଥା-ପେଟ ସଫା ନ ରହିବା, ହର୍ମୋନରେ ଅସନ୍ତୁଳ ଦେଖାଗଲେ, ରକ୍ତ ବିଶୁଦ୍ଧ ନ ରହିଲେ, ସନ୍ତୁଳିତ ଖାଦ୍ୟ ନ ଖାଇଲେ, କୌଣସି କାରଣରୁ ଆଲର୍ଜି ହେଇଥିଲେ, ପ୍ରଦୂଷିତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସିଲେ ।

ଉପଚାର

ଘିମିରର ଉପଚାର ପାଇଁ ନିମ୍ମୋକ୍ତ ଘରୋଇ ଉପଚାର କରାଯାଇପାରେ ।

  • ଗାଧୋଇବା ପାଣିରେ ଡେଟଲ ପକାଇ ଗାଧାନ୍ତୁ ।
  • ନିମ୍ବଯୁକ୍ତ ସାବୁନ ବ୍ୟବହାର କରନ୍ତୁ ନଚେତ ପାଣିରେ ନିମ୍ବପତ୍ରକୁ ଫୁଟାଇ ସେହି ଫୁଟାପାଣି ଥଣ୍ଡା ହେଲେ ଗାଧାନ୍ତୁ ।
  • ସଫା କଟନ ଡ୍ରେସ ବା ଶାଢି ପିନ୍ଧନ୍ତୁ ।
  • ଫ୍ରିଜ ପାଣି ନ ପିଇ ମାଠିଆ ବା ସୁରେଇର ପାଣି ପିଅନ୍ତୁ ।

ଆଧାର

🔥 Top keywords: ପ୍ରଧାନ ପୃଷ୍ଠାମିଡ଼ିଆଉଇକି:Interwiki-links.jsଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶାବିଶେଷ:ଖୋଜନ୍ତୁଓଡ଼ିଆ ଭାଷାଦ୍ୱିତୀୟ ବିଶ୍ୱଯୁଦ୍ଧଫକୀର ମୋହନ ସେନାପତିଜଗନ୍ନାଥ ମନ୍ଦିରଜଗନ୍ନାଥ ଦାସବନ୍ଦେ ଉତ୍କଳ ଜନନୀଲକ୍ଷ୍ମୀକାନ୍ତ ମହାପାତ୍ରଗୋପବନ୍ଧୁ ଦାସମଧୁସୂଦନ ଦାସମନମୋହନ ସାମଲଗୋପୀନାଥ ମହାନ୍ତିଉଇକିପିଡ଼ିଆ:ଆମେ ଦାୟୀ ନୋହୁଁମହାତ୍ମା ଗାନ୍ଧୀସୀତା ନବମୀସହଯୋଗ:ବିଷୟବସ୍ତୁବିଶେଷ:ନଗଦବଦଳକାଳିନ୍ଦୀ ଚରଣ ପାଣିଗ୍ରାହୀଗଙ୍ଗାଧର ମେହେରସାରଳା ଦାସଜଗନ୍ନାଥଉଇକିପିଡ଼ିଆ:ଉଇକିପିଡ଼ିଆ ବାବଦରେସଚ୍ଚିଦାନନ୍ଦ ରାଉତରାୟମଧୁସୂଦନ ରାଓପୁନମ ମିଶ୍ରଓଡ଼ିଶାଉଇକିପିଡ଼ିଆ:ଆମ ସହ ଯୋଗାଯୋଗଓଡ଼ିଆ ସାହିତ୍ୟଫାଇଲ:Namita Agrawal (Odia Singer).jpgଗୋଦାବରୀଶ ମିଶ୍ରଶାନ୍ତନୁ କୁମାର ଆଚାର୍ଯ୍ୟଉଇକିପିଡ଼ିଆ:ସଙ୍ଘ ସୂଚନା ଫଳକରାଧାନାଥ ରାୟମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶାwiki.phtmlପ୍ରତିଭା ରାୟ